ମୁନ୍ନା- ଏ ଲଭ୍ ଷ୍ଟୋରୀ
ମୁନ୍ନା- ଏ ଲଭ୍ ଷ୍ଟୋରୀ, ୨୦୦୮ରେ ମୁକ୍ତିଲାଭ କରିଥିବା ଓଡ଼ିଆ କଥାଚିତ୍ର ।[୧] ଏହି କଥାଚିତ୍ରଟିର ପ୍ରଯୋଜନା କରିଥିଲେ କେ. ଏମ୍. ରାୟ । ରମଣ ରଞ୍ଜନ ଏହି କଥାଚିତ୍ରଟିର କାହାଣୀ ରଚନା କରିଥିଲେ । ରଜନୀ ରଞ୍ଜନ ଏହି କଥାଚିତ୍ରଟିର ସଂଳାପ ରଚନା କରିଥିଲେ ।[୨] ଏନ୍ ପାଢ଼ୀ ଏହି କଥାଚିତ୍ରଟିର ଚିତ୍ରନାଟ୍ୟ ରଚନା କରିଥିଲେ ଏବଂ ନିର୍ଦ୍ଦେଶନା ଦେଇଥିଲେ ।[୩][୪] ଏହି କଥାଚିତ୍ରଟିର ମୁଖ୍ୟ ଭୂମିକାରେ ଅଭିନୟ କରିଥିଲେ ଅନୁଭବ ମହାନ୍ତି, ନୈନା ଦାସ, ଦୁଷ୍ମନ୍ତ ପଣ୍ଡା, ରୋମି । ମିହିର ଦାସ, ରାଇମୋହନ ପରିଡ଼ା, ବିଜୁ ବଡ଼ଜେନା, ଦେବୀ ବାରିକ, ଦେବୁ ବ୍ରହ୍ମା, ଅନୀତା ଦାସ, ହାଡ଼ୁ, ହରିପ୍ରିୟା, ଚକ୍ରଧର ଜେନା, ବନୁ ମହାନ୍ତି, ପ୍ରକାଶ ମହାନ୍ତି, ପିଣ୍ଟୁ ନନ୍ଦ, ସନ୍ତୋଷ ନାୟକ, ସୁମନ, ଜର୍ଜ ତିଆଡ଼ି ଆଦି କଳାକାରମାନେ ଏହି କଥାଚିତ୍ରଟିର ବିଭିନ୍ନ ଭୂମିକାରେ ଅଭିନୟ କରିଥିଲେ । ଅଭିନୟ
କାହାଣୀଗୀତ ଏବଂ ସଙ୍ଗୀତଏହି କଥାଚିତ୍ରଟିର ସଙ୍ଗୀତ ନିର୍ଦ୍ଦେଶନା ଦେଇଥିଲେ ଅଭିଜିତ ମଜୁମଦାର । ସୌମେନ୍ଦ୍ର ମହାପାତ୍ର, ଅରୁଣ ମନ୍ତ୍ରୀ, ନିର୍ମଳ ନାୟକ, ପଞ୍ଚାନନ ନାୟକ, ରଜନୀ ରଞ୍ଜନ ଆଦି ଗୀତିକାରମାନେ ଏହି କଥାଚିତ୍ରଟିର ଗୀତ ରଚନା କରିଥିଲେ । ଅଭିଜିତ ମଜୁମଦାର, ଶକ୍ତି ମିଶ୍ର, ଇରା ମହାନ୍ତି, ପମି, ବାବୁଲ ସୁପ୍ରିଓ ଆଦି କଣ୍ଠଶିଳ୍ପୀମାନେ ଏହି କଥାଚିତ୍ରଟିରେ କଣ୍ଠଦାନ କରିଥିଲେ । ଗୀତ
ଆଧାର
ବାହାର ଆଧାର
|